www.samajalive.in
Thursday, December 11, 2025
15.1 C
Bhubaneswar

ବୀରମିତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡା.ଦେବାଶିଷ ଘୋଷ ଗିରଫ

ଭୁବନେଶ୍ବର: ରାଜ୍ୟ କ୍ରାଇମବ୍ରାଞ୍ଚ ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡାକ୍ତର ଦେବାଶିଷ ଘୋଷଙ୍କୁ ଆଇପିସି ଧାରା ୩୧୩/୧୬୬/୨୦୧/୧୨୦ (ଖ), ପୋକ୍‌ସୋ ଆଇନ ଧାରା ୧୭/୨୧ ଓ ଅନୁସୂଚିତ ଜାତି ଓ ଜନଜାତି) ଅଧିନିୟମ ୩ ଅନୁସାରେ ଗିରଫ କରିଛନ୍ତି। ଚାଞ୍ଚଲ୍ୟକର ବୀରମିତ୍ରପୁର ଆଦିବାସୀ ନାବାଳିକା ଦୁଷ୍କର୍ମ ମାମଲାରେ ସଂପୃକ୍ତି ଅଭିଯୋଗରେ ଡାକ୍ତର ଘୋଷଙ୍କୁ ଉପରୋକ୍ତ ଦଫାରେ ଗିରଫ କରାଯାଇଛି। ଡାକ୍ତର ଘୋଷ ଏହି ମାମଲାରେ  ମୁଖ୍ୟ ଅଭିଯୁକ୍ତ ତଥା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝିଙ୍କ ପ୍ରରୋଚନାରେ ପୀଡିତା ବାଳିକାର ଗର୍ଭପାତ କରାଇଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories