www.samajalive.in
Monday, December 8, 2025
20.1 C
Bhubaneswar

ଆଉ ୫୨୭ କରୋନା ପଜିଟିଭ୍ : ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ବୁଧବାର ଆଉ  ୫୨୭ ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ଏହି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ୫୨୭ ଜଣଙ୍କ ମଧ୍ୟରୁ ୩୩୮ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮୯ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୧, ବାଲେଶ୍ୱର ୨୬, ବରଗଡ଼ ୧, ଭଦ୍ରକ ୨, ବଲାଙ୍ଗୀର ୨୧, କଟକ ୧୭, ଢେଙ୍କାନାଳ ୧, ଗଜପତି ୩, ଗଞ୍ଜାମ ୨୧୫, ଜଗତସିଂହପୁର ୪, ଯାଜପୁର ୨୫, ଝାରସୁଗୁଡ଼ା ୪, କେନ୍ଦ୍ରାପଡ଼ା ୫, କେନ୍ଦୁଝର ୭, ଖୋର୍ଦ୍ଧା ୫୦, କୋରାପୁଟ ୬, ମାଲକାନଗିରି ୩, ମୟୁରଭଞ୍ଜ ୧୦, ନବରଙ୍ଗପୁର ୩, ନୟାଗଡ଼ ୧୮, ନୂଆପଡ଼ା ୪, ପୁରୀ ୧୬, ରାୟଗଡ଼ା ୧, ସମ୍ବଲପୁର ୧, ସୋନପୁର ୫, ସୁନ୍ଦରଗଡ଼ ୭୮ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୨୪ରେ ପହଞ୍ଚିଥିବା ବେଳେ ୬୭୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତିି। ଏହା ସହ ୩୮୬୦ଟି  ସକ୍ରିୟ ମାମଲା ରହିଛି।

- Advertisement -

 

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories