www.samajalive.in
Monday, December 8, 2025
24.1 C
Bhubaneswar

ଜୁଲାଇ ୩୧ ପର୍ଯ୍ୟନ୍ତ ରାଜଭବନକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ କୋଭିଡ-୧୯ ମାର୍ଗଦର୍ଶିକା ଆଧାରରେ ରାଜଭବନକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆବଶ୍ୟକ ସ୍ଥଳେ ଟେଲିଫୋନ୍/ଫ୍ୟାକ୍ସ/ ଇ-ମେଲ୍ (govodisha@nic.in) ଯୋଗେ ରାଜଭବନ ସହ ଯୋଗାଯୋଗ କରିବାକୁ ରାଜଭବନ ପକ୍ଷରୁ କୁହାଯାଇଛି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories