www.samajalive.in
Saturday, December 6, 2025
14.1 C
Bhubaneswar

ସୁସ୍ଥ ହେଲେ ଆଉ ୩୦୩ କରୋନା ଆକ୍ରାନ୍ତ : ଆରୋଗ୍ୟଙ୍କ ସଂଖ୍ୟା ୭ ହଜାର ଟପିଲା

ଭୁବନେଶ୍ବର : ବୁଧବାର ରାଜ୍ୟରୁ ଆଉ ୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭୦୦୬କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୧୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଯାଜପୁରୁ ୪୬, ଖୋର୍ଦ୍ଧାରୁ ୨୮, କଟକରୁ ୨୧, କେନ୍ଦୁଝରରୁ ୧୬ ଏବଂ ନୟାଗଡରୁ ୧୪ ଜଣ ଆରୋଗ୍ୟ ଲାଭ କରିଛନ୍ତି।

- Advertisement -

ଅନ୍ୟ ପକ୍ଷରେ ନବରଙ୍ଗପୁରରୁ ୯ ଜଣ, ପୁରୀରୁ ୭, ବରଗଡରୁ ୬, ଢେଙ୍କନାଳ,ଝରସୁଗୁଡା ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏଁ, ଅନୁଗୋଳ ଏବଂ ନୂଆପଡାରୁ ୪ଜଣ ଲେଖାଏଁ, ବାଲେଶ୍ବର, କେନ୍ଦ୍ରାପଡା ଏବଂ ସମ୍ବଲପୁରରୁ ୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବଲାଙ୍ଗୀର, ଜଗତସିଂହପୁର, କୋରାପୁଟ,ଏବଂ ମାଲକାନଗିରିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories