www.samajalive.in
Saturday, December 6, 2025
23.1 C
Bhubaneswar

ଚଳିତ ଶିକ୍ଷା ବର୍ଷରେ ୩୦ % ରୁ ଅଧିକ ପାଠ୍ୟକ୍ରମ କମିପାରେ – ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର : ସିବିଏସଇ ନବମରୁ ଦ୍ବାଦଶ ଶ୍ରେଣୀ ପାଠ୍ୟକ୍ରମ ୩୦% ହ୍ରାସ ପ୍ରସଙ୍ଗରେ ଗୁରୁବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ଦେଇଛନ୍ତି। ନିଷ୍ପତ୍ତି ଉପରେ ବିଚାର କରାଯିବ ବୋଲି ବୋଲି ସମୀର ଜଣାଇଛନ୍ତି। ୩୦ ଭାଗରୁ ଅଧିକ ପାଠ୍ୟକ୍ରମ କମିପାରେ ବୋଲି ସୂଚନା ଦେଇଛନ୍ତି। ସ୍କୁଲ ଖୋଲିବା ପରେ କେତେ ପ୍ରତିଶତ ପାଠ ପାଢାଯିବ ସେ ନେଇ ନିଷ୍ପତ୍ତି ହେବ । ଖାଲି ୩୦ %  ନୁହେଁ ଆବଶ୍ୟକ ପଡିଲେ ତା ଠାରୁ ଅଧିକ ପାଠ୍ୟକ୍ରମ  ହ୍ରାସ ହୋଇପାରେ ବୋଲି ସେ ନିଜ ପ୍ରତିକ୍ରିୟାରେ ଜଣାଇଛନ୍ତି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories