www.samajalive.in
Sunday, December 7, 2025
26.1 C
Bhubaneswar

ଭାରତରେ ଆତଙ୍କୀଙ୍କୁ ଅନୁପ୍ରବେଶ କରାଉଛି ପାକ୍‌ ସେନା, ଅସ୍ତ୍ରବିରତି ଉଲ୍ଲଂଘନରେ ଯବାନ ସହିଦ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ନୌସେରା ସେକ୍ଟରରେ ପାକ୍‌ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏଥିରେ ଜଣେ ଯବାନ ସହିଦ ହୋଇଛନ୍ତି। ଭାରତୀୟ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଲାଗି ପାକ୍‌ ସେନା ପକ୍ଷରୁ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି। ଶୁକ୍ରବାର ଭୋର ସମୟରେ ହୋଇଥିବା ଅସ୍ତ୍ରବିରତି ଉଲ୍ଲଂଘନରେ ପାକ୍‌ ସେନା ପକ୍ଷରୁ ଲଗାତାର ଭାରତୀୟ ସେନା ଶିବିରକୁ ଟାର୍ଗେଟ କରି ଗୁଳିମାଡ଼ କରାଯାଇଥିଲା। ଭାରତୀୟ ସେନା ପକ୍ଷରୁ ଏହାର କଡ଼ା ଜବାବ ଦିଆଯାଇଥିଲା। ମାତ୍ର ଏହି ସମୟରେ ଆମର ଜଣେ ଯବାନ ସହିଦ ହୋଇଯାଇଥିଲେ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories