www.samajalive.in
Monday, December 15, 2025
26.1 C
Bhubaneswar

ମାଟି ଅତଡ଼ା ଧସି ୮ମୃତ

ଗୌହାଟି : ଅରୁଣାଚଳ ପ୍ରଦେଶର ପପୁମ୍ ପାରେ ଜିଲାରେ ମାଟି ଅତଡା ଧସି ଗୋଟିଏ ପରିବାରର ୪ ସଦସ୍ୟଙ୍କ ସହିତ ୮ଜଣ ପ୍ରାଣ ହରାଇଛନ୍ତି। ଶୁକ୍ରବାର ଲଗାଣ ବର୍ଷା ଯୋଗୁଁ ଜିଲାର ବିଭିନ୍ନ ସ୍ଥାନରେ ମାଟି ଅତଡା ଧସିବା ସହିତ ରାସ୍ତାଘାଟ ଧୋଇହୋଇ ଯାଇଛି। ଟିଗଡୋ ଗ୍ରାମରେ ମାଟି ଅତଡା ଧସିବାରୁ ୮ମାସର ଶିଶୁ ସହିତ ଗୋଟିଏ ପରିବାରର ୮ଜଣ ଜୀବନ୍ତ ପୋତି ହୋଇଯାଇଛନ୍ତି। ମୁଖମନ୍ତ୍ରୀ ପେମା ଖାଣ୍ଡୁ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ପ୍ରତି ମୃତକଙ୍କ ପାଇଁ ୪ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories