www.samajalive.in
Tuesday, December 9, 2025
26.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ନିୟନ୍ତ୍ରଣ ରେଖା ନାଓଗାଁ ସେକ୍ଟରର ବାରାମୁଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ସୁରକ୍ଷାକର୍ମୀମାନେ ହନ୍ଦୱାରାର ନାଓଗାଁ ସେକ୍ଟରର ନିୟନ୍ତ୍ରଣ ରେଖା ନିକଟରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ଦେଖିଥିଲେ। ଏହାପରେ ଭାରତୀୟ ସୀମା ମଧ୍ୟକୁ ପଶିବାକୁ ଚେଷ୍ଟା କରୁଥିବା ବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଥିଲେ। ସେମାନଙ୍କ ନିକଟରୁ ଏକେ-୪୭ ଓ ଅନ୍ୟାନ୍ୟ ଆପତିଜନକ ସାମଗ୍ରୀ ଜବତ ହୋଇଛି।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories