www.samajalive.in
Wednesday, December 10, 2025
17.1 C
Bhubaneswar

ଭୁବନେଶ୍ବରରେ ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୪

ଭୁବନେଶ୍ବର: ଭୁବନେଶ୍ବରରେ ରବିବାର ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ‌ରୁ ୩୬ ଓ ସ୍ଥାନୀୟ ଆକ୍ରାନ୍ତ ୨୬ ଜଣ ରହିଛନ୍ତି । ଏଥିସହ ଭୁବନେଶ୍ବରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦୪ରେ ପହଞ୍ଚିଛି । ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୬୮ ଜଣ ଚିକିତ୍ସାଧିନ ଅବସ୍ଥାରେ ଥିବାବେଳେ ୩୨୭ଜଣ ସୁସ୍ଥ ହୋଇଛନ୍ତି ଓ ୮ ଜଣଙ୍କର ମୃତ୍ୟୁ ଘଟିଛି । ଏ ନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

 

- Advertisement -

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories