www.samajalive.in
Monday, December 15, 2025
16.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୮ ମାମଲା, ୪୫ ଗିରଫ

ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୮ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୧୬ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ପାଇଁ ଏବଂ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୪୫ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩୩୪୫୨୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୩୧୨୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୮,୭୫୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟା-୩୯୦। ୬୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୪୨୮୭ ରହିଛି। ୪୬୭୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories