www.samajalive.in
Sunday, December 7, 2025
26.1 C
Bhubaneswar

ସୋମବାର ରାଶିଫଳ (୧୩.୦୭.୨୦୨୦)

ମେଷ: ଯାତ୍ରା ପଥ ବ୍ୟୟବହୁଳ ହୋଇପାରେ। ସାମାଜିକ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। କର୍ମଚଞ୍ଚଳ ରହିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ନୀତିନିଷ୍ଠ ହେବେ। ରାଜଯୋଗ ଅଛି।

ବୃଷ: ଯୋଗାଯୋଗରେ ସଫଳତା ମିଳିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଗୃହ ଓ ଯାନବାହନ ସୁଖ ମିଳିବ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ଅାଗୁଆ ହେବେ। ଧନପ୍ରିୟ ହୋଇପାରନ୍ତି। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି।

କର୍କଟ: ପରିବାର ଓ ଜନସାଧାରଣଙ୍କଠାରୁ ସ୍ନେହ, ସହାନୁଭୂତି ମିଳିବ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ: ସୁଯୋଗ ପାଇ ଆଗକୁ ମାଡ଼ି ଚାଲିଲାବେଳେ ଦୁର୍ଯୋଗର ସମ୍ମୁଖୀନ ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

କନ୍ୟା: କାର୍ଯ୍ୟରେ ସଫଳତା ମିଳିବ। ଯାତ୍ରା ଶୁଭପ୍ରଦ ହେବ। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବର ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ। ପରିବାର ପ୍ରତି ସ୍ନେହ, ସଦିଚ୍ଛା ରହିବ।

ତୁଳା: ଯାହା ଇଚ୍ଛା କରୁଥିବେ; ତାହା ମିଳିପାରେ। ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ୍‌ ହେବେ। ଶତ୍ରୁହନ୍ତା ହୋଇପାରନ୍ତି।

ବିଛା: ଯୋଗାଯୋଗ ଫଳଦାୟକ ହେବ। ମନୋବଳ ଦୃଢ଼ ରହିବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବିଭିନ୍ନ ଦିଗରୁ ଅର୍ଥଲାଭ ହେବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଜନ ସଂପର୍କ ବୃଦ୍ଧି ହେବ।

ଧନୁ: ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଉଦାର ସ୍ବଭାବ ସମ୍ପନ୍ନ ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବର ଅଧିକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବା ଆଶା କରାଯାଏ।

ମକର: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ବ୍ୟକ୍ତିବିଶେଷ ହେବେ।

କୁମ୍ଭ: କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଭାଗ୍ୟଶାଳୀ ହୋଇପାରନ୍ତି। ବ୍ୟକ୍ତିତ୍ବର ବିକାଶ ଘଟିବ। ମଧୁରଭାଷୀ ହେବେ। ଶାନ୍ତିପ୍ରିୟ ହୋଇପାରନ୍ତି। ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ। ବ୍ୟବସାୟ ଲାଭଜନକ ହେବ।

ମୀନ: ଯାତ୍ରାପଥ କୁସୁମିତ ହେବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ। ଲୋକପ୍ରିୟ ହେବେ। ଗୌରବ ମିଳିବ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories