www.samajalive.in
Tuesday, December 9, 2025
23.1 C
Bhubaneswar

ଆଉ ୩ ମୁଣ୍ଡ ନେଲା କରୋନା, ୭୭ରେ ପହଞ୍ଚିଲା ମୋଟ୍ ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୩ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। ବୁଧବାର ମୃତ୍ୟୁ ବରଣ କରିଥିବା ୩ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାରେ ମୃତକଙ୍କ ସଂଖ୍ୟା ୭୭ରେ ପହଞ୍ଚଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି।


ବୁଧବାର ମୃତ୍ୟୁବରଣ କରିଥିବା ୩ ମୃତଙ୍କ ମଧ୍ୟରେ ଜଣେ ଭୁବନେଶ୍ୱରର ଓ ୨ଜଣ ଗଞ୍ଜାମ ବୋଲି ଜଣାପଡିଛି । ଭୁବନେଶ୍ୱରର ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତଙ୍କ ବୟସ ୭୨ବର୍ଷ ଓ ସେ ପୁରୁଷ ବୋଲି ଜଣପଡିଛି । ସେହିପରି ଗଞ୍ଜାମ ଜିଲାରୁ ଜଣେ ୮୬ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ଆଉ ଜଣେ ୬୫ବର୍ଷୀୟ ପୁରୁଷ ବୋଲି ଜଣାପଡିଛି ।

- Advertisement -


ସେହିପରି ରାଜ୍ୟରୁ ବୁଧବାର ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ମୃତ୍ୟୁ ବରଣ କରିଥିବା ଦୁଇ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଖୋର୍ଦ୍ଧା ଜିଲାରୁ ହୋଇଥିବା ବେଳେ ଜଣେ ଗଞ୍ଜାମ ଜିଲାର ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories