www.samajalive.in
Thursday, December 11, 2025
14.1 C
Bhubaneswar

ଗୁରୁବାର ରାଶିଫଳ ୧୬। ୦୭।୨୦୨୦

ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ଧନାଗମର ସୂଚନା ମିଳୁଛି। ମଧୁରଭାଷୀ ଓ ସହନଶୀଳ ହେବେ। ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ସପତ୍ନୀକ ସୁଖ ଭୋଗ କରିବେ।
ବୃଷ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ୟ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ, ସମ୍ପଦ ଭରପୂର ରହିବ। ଶାସ୍ତ୍ରଜ୍ଞ ହେବେ।
ମିଥୁନ: ଶୁଭକାର୍ଯ୍ୟରେ ଅଧିକ ବ୍ୟୟ ହେବ। କର୍ମଚଞ୍ଚଳ ରହିବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସ୍ନେହପୂର୍ଣ୍ଣ ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ସାହସୀ ହେବେ। ଜ୍ଞାନ-ଗରିମା ବୃଦ୍ଧି ହେବ।
କର୍କଟ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ମିଳିବ। ରୋଜଗାର ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସିଂହ: ଅସାଧ୍ୟ ସାଧନର ଦାୟିତ୍ୱ ବହନ କରିପାରନ୍ତି। କୁଳ ପ୍ରଦୀପ ହେବେ। ହୃଷ୍ଟଚିତ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସୁଖ ଶାନ୍ତି ରହିବ।
କନ୍ୟା: ସୀମିତ ଭ୍ରମଣ ଯୋଗ ଅଛି। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ଦିନଟି ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ସୁଖପ୍ରଦ ହେବ।
ତୁଳା: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ କଷ୍ଟ ସ୍ୱୀକାର ପୂର୍ବକ ସଫଳତା ଲାଭ କରିବେ। ସ୍ୱାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି।
ବିଛା: ଯାନବାହନ ଚଳାଚଳରେ ସତର୍କ ରହିବେ। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବାପନ୍ନ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଆଦର୍ଶ ବ୍ୟକ୍ତିତ୍ୱର ହେବେ। ଦୁଃଖ ଦୂର ହେବ।
ଧନୁ: କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ। ବଳବାନ୍‍ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ବଦଖର୍ଚ୍ଚୀ ହୋଇପାରନ୍ତି।
ମକର: କର୍ମ ଚଞ୍ଚଳ ରହିବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯିବ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ହାସଲ ପାଇଁ ଆଗ୍ରହ ପ୍ରକାଶ କରିବେ। ତେଜସ୍ୱୀ ହେବେ।
କୁମ୍ଭ: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଜ୍ଞାନ ଗରିମାଯୁକ୍ତ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ପାଇଁ ପୂଜ୍ୟ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷି କର୍ମକାରୀ ହେବେ।
ମୀନ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସଂପନ୍ନ ପାଇଁ ଶୁଭ ସମୟ ଉପସ୍ଥିତ। ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମଧୁରଭାଷୀ ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ପ୍ରତିଯୋଗିତାରେ ବିଜୟୀ ହେବେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories