www.samajalive.in
Saturday, December 13, 2025
18.1 C
Bhubaneswar

କରୋନାର ନୂଆ ରେକର୍ଡ; ଦିନକରେ ସର୍ବାଧିକ ୩୨ ହଜାର ୬୯୫ ସଂକ୍ରମିତ, ୬୦୬ ମୃତ

ନୂଆଦିଲ୍ଲୀ: କରୋନା ଭୂତାଣୁ ଯୋଗୁ ଦୈନିକ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଛି। ଗତକାଲି ୨୪ ଘଣ୍ଟାରେ ୨୯ ହଜାର ୪୨୯ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ସର୍ବାଧିକ ୩୨ ହଜାର ୬୯୫ ଜଣ ପଜିଟିଭ୍‌ ବାହାରିଛନ୍ତି। ଫଳରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୮ ହଜାର ୮୭୬କୁ ବୃଦ୍ଧି ପାଇଛି। ସେହିପରି ଦିନକରେ ୬୦୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହି ସଂଖ୍ୟା ୨୪ ହଜାର ୯୧୫ରେ ପହଞ୍ଚିଛି। ଏବେ ଦେଶରେ ୩ ଲକ୍ଷ ୩୧ ହଜାର ୧୪୬ ସକ୍ରିୟ ରୋଗୀ ଥିବାବେଳେ ୬ ଲକ୍ଷ ୧୨ ହଜାର ୮୧୪ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories