www.samajalive.in
Sunday, December 7, 2025
26.1 C
Bhubaneswar

ଭୁବନେଶ୍ବରରେ ଆଉ ୬୦ ଆକ୍ରାନ୍ତ ଚିହ୍ନଟ ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୧୯

ଭୁବନେଶ୍ବର : ଭୁବନେଶ୍ବରରେ ଗୁରୁବାର ଆଉ ୬୦ କରୋନା ଆକ୍ରାନ୍ତ ଚିହ୍ନଟ ଅଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୪୦ ଓ ସ୍ଥାନୀୟ ସଂକ୍ରମଣ ୨୦ ଜଣ ରହିଛନ୍ତି । ଏଥିସହ ଭୁବନେଶ୍ବରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୧୯ କୁ ବୃଦ୍ଧି । ଏ ନେଇ ବିଏମସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନା ଅନୁଯାୟୀ, ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୦୩ ସୁସ୍ଥ ହୋଇଥିବା ବେଳେ ୫୦୪ ଜଣ ଚିକିତ୍ସାଧିନ ରହିଛନ୍ତି ଏବଂ ୧୧ ଜଣଙ୍କର ମୃତ୍ୟୁ ଘଟିଛି ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories