www.samajalive.in
Sunday, December 7, 2025
26.1 C
Bhubaneswar

୧୦ ଲକ୍ଷ ଟପିଲା କରୋନା, ମୃତ୍ୟୁ ସଂଖ୍ୟା ୨୫ ହଜାର ପାର୍‌

ନୂଆଦିଲ୍ଲୀ: କରୋନା ଭୂତାଣୁ ଯୋଗୁ ଦୈନିକ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ୨୪ ଘଣ୍ଟାରେ ୩୨ ହଜାର ୬୯୫ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ସର୍ବାଧିକ ହଜାର ୯୫୬ ଜଣ ସଂକ୍ରମିତ ବାହାରିଛନ୍ତି ଫଳରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩ ହଜାର ୩୮ରେ ପହଞ୍ଚିଛି। ଏହା ସହିତ ଗୋଟିଏ ଦିନରେ ୬୮୭ ଜଣ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨୫ ହଜାର ପାର୍‌ ହୋଇଯାଇଛି। ଏବେ ସୁଦ୍ଧା ଦେଶରେ ୨୫ ହଜାର ୬୦ଜଣଙ୍କ ମୃତ୍ୟୁ ଘଟିଲାଣି। ବର୍ତ୍ତମାନ ଦେଶରେ ୩ ଲକ୍ଷ ୪୨ ହଜାର ୪୭୩ ସକ୍ରିୟ ରୋଗୀ ଥିବାବେଳେ ୬ ଲକ୍ଷ ୩୫ ହଜାର ୭୫୬ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି

 

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories