www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଆଉ ୭୧୮ କରୋନା ପଜିଟିଭ ଚିହ୍ନଟ : ସଙ୍ଗରୋଧ କେନ୍ଦ୍ରରୁ ୪୭୯, ସ୍ଥାନୀୟ ସଂକ୍ରମଣ ୨୩୯

ଭୁବନେଶ୍ବର : ରାଜ୍ୟରେ ଶୁକ୍ରବାର ଆଉ ୭୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୪୭୯ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୩୯ ଚିହ୍ନଟ ହୋଇଥିବା ଜଣାପଡିଛି। ଏଥିସହିତ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା ୧୬ହଜାର ୧୧୦କୁ ବୃଦ୍ଧି ପାଇଛି।

ଆଜି ଚିହ୍ନଟ ହୋଇଥିବା ୭୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୩୧ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ଅନୁଗୁଳ ଜିଲାରୁ ୯ ଜଣ, ବାଲେଶ୍ବରରୁ ୯ ଜଣ, ବରଗଡ଼ ୪, ଭଦ୍ରକ ୧୦. କଟକ ୩୨, ଢେଙ୍କାନାଳ ୬, ଗଜପତି ୨୧, ଜଗତସିଂହପୁର ୧୬, ଝାରସୁଗୁଡା ୨୪, କନ୍ଧମାଳ ୭, କେନ୍ଦ୍ରାପାଡା ୪, କେନ୍ଦୁଝର ୨୮, ଖୋର୍ଦ୍ଧା ୧୫୦, କୋରାପୁଟ ୨୭, ମାଲକାନଗିରି ୫୪, ମୟୁରଭଞ୍ଜ ୨୨, ନବରଙ୍ଗପୁର ୧, ନୟାଗଡ଼ ୧୩, ପୁରୀ ୯, ରାୟଗଡା ୧୯, ସମ୍ବଲପୁର ୭, ସୋନପୁର ୫ ଏବଂ ସୁନ୍ଦରଗଡ଼ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories