www.samajalive.in
Monday, December 8, 2025
24.1 C
Bhubaneswar

ଜୁଲାଇ ୨୦ରୁ ମିଳିବ ଟେଲି ମେଡ଼ିସିନ୍‌ ସେବା; ଡାକ୍ତରଙ୍କ ସହ ସିଧାସଳଖ କଥା ହୋଇ ରୋଗୀ ପାଇପାରିବେ ଚିକିତ୍ସା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି କୋଭିଡ୍‌-୧୯ର ସଂକ୍ରମଣ ଓ କଟକଣା ସମୟରେ ରାଜ୍ୟବାସୀଙ୍କ ନିକଟରେ ସ୍ୱାସ୍ଥ୍ୟସେବା ଉପଲବ୍ଧ କରିବା ପାଇଁ ଟେଲି ମେଡିସିନ୍‌ ବ୍ୟବସ୍ଥାକୁ ଆହୁରି ଲୋକାଭିମୁଖୀ କରାଯିବ । ରାଜ୍ୟର ୪୧ଟି ସ୍ୱାସ୍ଥ୍ୟ ପ୍ରତିଷ୍ଠାନ, ୭ଟି ସରକାରୀ ମେଡିକାଲ୍‌ କଲେଜ୍‌, ୩୦ଟି ଜିଲ୍ଲା ସଦର ମହକୁମା ହସ୍‌ପିଟାଲ୍‌ରେ ଆସନ୍ତା ୨୦ ଜୁଲାଇରୁ ଆରମ୍ଭ ହେବାକୁ ଥିବା ଏହି ସେବା ଦ୍ୱାରା ରୋଗୀମାନେ ସିଧାସଳଖ ଡାକ୍ତରଙ୍କ ସହ କଥା ହୋଇ ଚିକିତ୍ସା ପାଇପାରିବେ । ଜିଲ୍ଲା ହସ୍‌ପିଟାଲ୍‌ଗୁଡ଼ିକରେ ଏହି ସେବା ଓପିଡ଼ି ସମୟ ସକାଳ ୮ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଓ ମେଡିକାଲ୍‌ କଲେଜ୍‌ଗୁଡ଼ିକରେ ୨୪ ଘଣ୍ଟିଆ ସେବା ଉପଲବ୍ଧ ହେବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories