www.samajalive.in
Monday, December 8, 2025
27.1 C
Bhubaneswar

ନୂଆ ଡିସିପିଙ୍କୁ କଟକରେ ସ୍ବାଗତ

କଟକ : ଭବୁନେଶ୍ବର-କଟକ କମିଶନରେଟ ପୁଲିସର କଟକ ଡିସିପି ଭାବେ ନିଯୁକ୍ତ ପ୍ରତୀକ ସିଂହଙ୍କୁ ରବିବାର କଟକରେ ସ୍ବାଗତ କରାଯାଇଛି। କଟକ ଡିସିପିଙ୍କ କାର୍ଯ୍ୟାଳୟରେ କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। କଟକ ଡିସିପି ଅଖିଳେଶ୍ବର ସିଂହ,ଏସିପି ଏବଂ ସମସ୍ତ ଆଇଆଇସି ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଗତ ୧୪ ତାରିଖରେ କଟକ ଡିସିପି ଅଖିଳେଶ୍ବର ସିଂହଙ୍କୁ ପୁରୀ ଏସପି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି କଟକ ଡିସିପି ଭାବେ କନ୍ଧମାଳର ଏସପି ପ୍ରତୀକ ସିଂହଙ୍କୁ କଟକ ଡିସିପି ଭାବେ ଦାୟୀତ୍ବ ଦିଆଯାଇଛି। ଆସନ୍ତାକାଲି ଅର୍ଥାତ ସୋମବାର ଶ୍ରୀ ସିଂହ କଟକ ଡିସିପି ଭାବେ ଦାୟୀତ୍ବ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।

କଟକର ବର୍ତ୍ତମାନ ଓ ନବନିଯୁକ୍ତ ଡିସିପି

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories