www.samajalive.in
Tuesday, December 9, 2025
16.1 C
Bhubaneswar

କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୫ ମାମଲା, ୫୫ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୮ ଟି ମାମଲା ଦାୟର କରାଯାଇଛି। ସେଥିମଧ୍ୟରୁ ୧୫ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୩ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୫୫ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories