www.samajalive.in
Monday, December 8, 2025
20.1 C
Bhubaneswar

ଶ୍ୱଶୁର ଘରେ ଜ୍ବାଇଁଙ୍କ ଆତ୍ମହତ୍ୟା!

ବଡ଼ସାହି : ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅନ୍ତର୍ଗତ ଟିକରପଡ଼ା ଗ୍ରାମରେ ବୁଧବାର ଅପରାହ୍ଣରେ ଏକ ଅଭାବନୀୟ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ବାରିପଦା ସଦର ଥାନା ଅନ୍ତର୍ଗତ ବାହାଦୁରପୁର ଗ୍ରାମର ଟୁକୁନା ବିନ୍ଧାଣୀ(୩୨) ମାସକ ପୂର୍ବରୁ ନିଜ ଶ୍ୱଶୁର ଘରେ ଆସି ରହୁଥିଲେ। ତାଙ୍କର ତିନି ସନ୍ତାନ ଥିବାବେଳେ ହସଖୁସିରେ ସଂସାର ଚାଲିଥିଲା। ତେବେ ଅପରାହ୍ଣରେ ଶ୍ୱଶୁରଘର ଓରାରେ ଫାଶୀ ଦେଇ ତାଙ୍କର ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ମୃତ୍ୟୁର କାରଣ ଜଣାପଡ଼ିନାହିଁ। ଖବର ପାଇ ପୁଲିସ ତଦନ୍ତ ପାଇଁ ଘଟଣାସ୍ଥଳକୁ ଯାଇଥିବା ସୂଚନା ମିଳିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories