www.samajalive.in
Sunday, December 14, 2025
26.1 C
Bhubaneswar

କର୍ଣ୍ଣାଟକର ଲୋକାୟୁକ୍ତଙ୍କୁ ମରଣାନ୍ତକ ଆକ୍ରମଣ

ବେଙ୍ଗାଲୁରୁ : କର୍ଣ୍ଣାଟକର ଲୋକାୟୁକ୍ତ ବିଶ୍ଵନାଥ ସେଟ୍ଟୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ସେ ଅଫିସ ଭିତରେ ଥିବାବେଳେ ଜଣେ ଦୁବୃର୍ତ୍ତ ଛୁରାମାଡ କରିଥିବା କୁହାଯାଉଛି । ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଛୁରାମାଡ କରିଥିବା ଅଭିଯୁକ୍ତ ତେଜଶ ଶର୍ମାଙ୍କୁ ପରେ ପୁଲିସ ଗିରଫ କରିଛି। ଛୁରାମାଡର କାରଣ ଜଣା ପଡି ନାହିଁ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories