www.samajalive.in
Sunday, December 14, 2025
14.1 C
Bhubaneswar

ପ୍ଲାଜମା ଥେରାପିକୁ ଗୁରୁତ୍ୱ, ଆଇଜିଏଚ ପରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଓ ବ୍ରହ୍ମପୁର ଏମ୍‌କେସିଜିରେ ଖୋଲିବ ପ୍ଲାଜ୍‌ମା ବ୍ୟାଙ୍କ

ଭୁବନେଶ୍ବର: ବ୍ରହ୍ମପୁର ଏମ୍‌କେସିଜି ମେଡ଼ିକାଲ୍‌ କଲେଜ ଏବଂ ଭୁବନେଶ୍ବର କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ପ୍ଲାଜ୍‌ମା ବ୍ୟାଙ୍କ ପ୍ରତିଷ୍ଠା କରାଯିବ। କରୋନା ଆକ୍ରାନ୍ତ ହୋଇଥିବା ରୋଗୀଙ୍କୁ ସୁସ୍ଥ କରିବା ପାଇଁ କରୋନା ଆରୋଗ୍ୟ ବ୍ୟକ୍ତି ପ୍ଲାଜ୍‌ମା ଦାନ କରିବା ପାଇଁ ଆଗେଇ ଆସିବା ଦରକାର। ପ୍ଲାଜ୍‌ମା ଦାନ କରିବାକୁ ଆସୁଥିବା କରୋନା ଆରୋଗ୍ୟଙ୍କ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। କଟକର ପାନ୍ଥନିବାସରେ ରହିବା ପାଇଁ ବ୍ୟବସ୍ଥା କରାଯାଇଥିବାବେଳେ ସେମାନଙ୍କର ଖାଦ୍ୟପାନୀୟ ଆଦି ଯାବତୀୟ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ପ୍ଲାଜ୍‌ମାଦାନକାରୀଙ୍କ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଶଂସା ପତ୍ର ପ୍ରଦାନ କରାଯିବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସୂଚନା ଦେଇଛନ୍ତି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories