www.samajalive.in
Saturday, December 6, 2025
15.1 C
Bhubaneswar

ରାଜ୍ୟରେ ଆଜି ରେକର୍ଡ ସଂଖ୍ୟାକ ୧୫୯୪ କରୋନା ପଜିଟିଭ ଚିହ୍ନଟ : କ୍ବାରେଣ୍ଟାଇନରୁ ୧୦୬୭, ଲୋକାଲ କେସ୍ ୫୨୭

ଭୁବନେଶ୍ବର : ରାଜ୍ୟରେ ଆଜି ରେକର୍ଡ ସଂଖ୍ୟାକ ୧୫୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍ କେନ୍ଦ୍ରରୁ ୧୦୬୭ ଜଣ ଚିହ୍ନଟ ହୋଇଥିବାବେଳେ ୫୨୭ ଲୋକାଲ କେସ୍ ରହିଛି। ଏଥିସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ହଜାର ୬୯୩କୁ ବୃଦ୍ଧି ପାଇଛି। ୧୪ହଜାର ୩୯୨ ଜଣ କରେନାରୁ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ବର୍ତ୍ତମାନ ୮ହଜାର ୧୪୮ ଆକ୍ଟିଭ କେସ୍ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
ଆଜି ୨୮ଟି ଜିଲାରୁ ମୋଟ ୧୫୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଗଞ୍ଜାମ ଜିଲାରୁ ସର୍ବାଧିକ ୭୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories