www.samajalive.in
Tuesday, December 9, 2025
15.1 C
Bhubaneswar

ଲୋକ କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ବୃକ୍ଷରୋପଣ

ବଲାଙ୍ଗିର: ବଲାଙ୍ଗିର ଜିଲା ଦେଓଗାଁ ବ୍ଲକ ନିକଟସ୍ଥ ଚନ୍ଦ୍ରପୁର ଗ୍ରାମର ବ୍ଲକ ଷ୍ଟାଡିୟମ ଠାରେ ଲୋକ କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଟ୍ରଷ୍ଟର ଅଧ୍ୟକ୍ଷ ସତ୍ୟ ନାରାୟଣ ପୁଟେଲ ଉପସ୍ଥିତ ରହି ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଚନ୍ଦ୍ରପୁର ଗ୍ରାମର ସମସ୍ତ ଫୁଟବଲ ଖେଳାଳୀ ଉପସ୍ଥିତ ଥିଲେ। ଅଧ୍ୟକ୍ଷ ସମସ୍ତ ଖେଳାଳୀ ମାନଙ୍କୁ ଜଣ ପ୍ରତି ଗୋଟାଏ ଲେଖାଏଁ ବୃକ୍ଷ ଲଗାଇବା ସହ ତାର ଯତ୍ନ ନେବାକୁ ମଧ୍ୟ ଆହ୍ୱାନ କରି୍‍ଥିଲେ। ଅନ୍ୟମାନଙ୍କ ମଧ୍ୟରେ ବୁବୁନ ପଟେଲ, ଦିନେଶ ଭୋଇ, ଅନିଲ ନନ୍ଦ, ରିତେଶ ନନ୍ଦ, ମନେଶ ବନଛୋର, ରଘୁ ବନଗୁଲା, ମନ ନାଗ, କୁନୁ ମିଶ୍ର, ସୁନିଲ ମଲ୍ଲିକ, ଉମାକାନ୍ତ ନାଏକ ପ୍ରମୁଖ ଖେଳାଳୀ ଉପସ୍ଥିତ ରହି ବୃକ୍ଷରୋପଣରେ ସହଯୋଗ କରିଥିଲେ। ଏହାକୁ ଶରତ କୁମାର ପଟେଲ ପରିଚାଳନା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories