www.samajalive.in
Monday, December 8, 2025
24.1 C
Bhubaneswar

କରୋନା ମୁକାବିଲା : ମୟୂରଭଞ୍ଜ ପିଡି ଡିଆରଡିଏଙ୍କୁ ସମ୍ବଲପୁର ପଠାଗଲା

ଭୁବନେଶ୍ବର : ମୟୂରଭଞ୍ଜ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ତଥା ପ୍ରଶାସକ ଚଞ୍ଚଳ ରାଣାଙ୍କୁ କୋଭିଡ-୧୯ ପରିଚାଳନାରେ ସମ୍ବଲପୁର ଜିଲ୍ଲାପାଳଙ୍କୁ ସହଯୋଗ ପାଇଁ  ନିଯୁକ୍ତ କରାଯାଇଛି। ତତ୍କାଳ କାର୍ଯ୍ୟରେ ଯୋଗଦାନ ପାଇଁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏହି ମର୍ମରେ ଶୁକ୍ରବାର ନିର୍ଦ୍ଦେଶନାମା ଜାରି କରାଯାଇଛି।

ସମ୍ବଲପୁର ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ପାଉ ଥିବାରୁ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories