www.samajalive.in
Saturday, December 6, 2025
17.1 C
Bhubaneswar

ନୃସଂଶ ସ୍ବାମୀର ଜଘନ୍ୟ କାଣ୍ଡ ; ହାତୁଡିରେ ପିଟିପିଟି ସ୍ତ୍ରୀକୁ ହତ୍ୟା ଅଭିଯୋଗ

ଭୁବନେଶ୍ବର : ଭୁବନେଶ୍ବର ଏୟାରଫିଲ୍ଡ ଥାନା ଥାନା ଅଧୀନସ୍ଥ କାର୍ଗିଲ୍‌ ବସ୍ତିରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଜନୈକା ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତ ଦେହକୁ ଉଦ୍ଧାର ହୋଇଛି। ଘରୁ ରକ୍ତର ଧାର ଛୁଟିଛି। ପାରିବାରିକ କଳହରୁ ନୃସଂଶ ସ୍ବାମୀ ସ୍ତ୍ରୀକୁ ହାତୁଡିରେ ପିଟିପିଟି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ସ୍ଥାନୀୟ ଲୋକେ ମଧ୍ୟ ଏ ସଂପର୍କରେ ଅଭିଯୋଗ କରିଛନ୍ତି।  ସ୍ଥାନୀୟ ଲୋକେ ସ୍ବାମୀକୁ ଧରି ପୁଲିସ୍ ଜିମା ଦେଇଛନ୍ତି । ହତ୍ୟା ଅଭିଯୋଗରେ ମହିଳାଙ୍କ ସ୍ବାମୀଙ୍କୁ ପୁଲିସ ଅଟକ ରଖି ପଚରା ଉଚୁରା କରୁଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories