www.samajalive.in
Saturday, December 13, 2025
23.1 C
Bhubaneswar

ଶ୍ରାବଣ ଶନିବାର ; ଏହି ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

ଶ୍ରାବଣ ମାସର ପ୍ରତ୍ୟେକ ଶନିବାରର ଖୁବ ବିଶେଷତ୍ୱ ରହିଛି। ଜାଣନ୍ତୁ ଶ୍ରାବଣର ଶନିବାରରେ କେଉଁ ଦିଗ ପ୍ରତି ଧ୍ୟାନ ଦେବା ଉଚିତ……
ଶ୍ରାବଣର ପ୍ରତ୍ୟେକ ଶନିବାର ଦିନ ଶନିଦେବଙ୍କ ସହ ପ୍ରଭୁ ମହେଶ୍ୱରଙ୍କୁ ପୂଜା କରିବା ଉଚିତ।
ଶନିବାର ଦିନ ସମ୍ପୂର୍ଣ୍ଣ ସାତ୍ତ୍ୱିକ ଖାଦ୍ୟ ଖାଇବା ସହ ଗୋଟିଏ ବେଳା ଉପବାସ ରଖିବା ଉଚିତ।
କଳା ରଙ୍ଗର ପୋଷାକ ବଦଳରେ ନୀଳ ରଙ୍ଗର ପୋଷାକ ଧାରଣ କରନ୍ତୁ।
ପ୍ରତ୍ୟେକ ଶନିବାର ଦିନ ଅଶ୍ୱତ୍ଥ ବୃକ୍ଷ ନିକଟରେ ଦୀପ ଲଗାଇବା ସହ ଏହାର ପରିକ୍ରମା କରିବା ଅତ୍ୟନ୍ତ ଶୁଭ ହୋଇଥାଏ।
ସନ୍ଧ୍ୟା ସମୟରେ ସ୍ନାନ କରି ନୀଳ କିମ୍ବା ଧଳା ରଙ୍ଗର ବସ୍ତ୍ର ଧାରଣ କରନ୍ତୁ।
ସୂର୍ୟ୍ୟାସ୍ତ ପରେ ଅଶ୍ୱତ୍ଥ ବୃକ୍ଷ ନିକଟରେ ସୋରିଷ ତେଲର ଦୀପ ଲଗାଇବା ସହ , ଏକ ଜଳ ପାତ୍ରରେ ରାଶି ପକାଇ ବୃକ୍ଷ ନିକଟରେ ଅର୍ପଣ କରନ୍ତୁ ଓ ପରିକ୍ରମା ମଧ୍ୟ କରନ୍ତୁ।
ଏହା ପରେ ବୃକ୍ଷ ନିକଟରେ ଶନିଙ୍କ ମନ୍ତ୍ର ଜପ କରନ୍ତୁ।
ନିର୍ଦ୍ଧନ ବ୍ୟକ୍ତିଙ୍କୁ ଦାନ ଦିଅନ୍ତୁ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories