ରାଜ୍ୟରେ କରୋନା ନେଲା ଆଉ ୭ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୪୭
ଭୁବନେଶ୍ବର: ରାଜ୍ୟରେ ସୋମବାର କରୋନା ଆକ୍ରାନ୍ତରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।
3. A 51-year old female of Ganjam district.
4. A 58-year old male of Ganjam district who was also suffering from Diabetes.
5. A 55-year old male of Ganjam district.
6. A 66-year old male of Cuttack district.
— H & FW Dept Odisha (@HFWOdisha) July 27, 2020
ସୂଚନା ଅନୁଯାୟୀ, ଆଜି କରୋନା ମୃତକଙ୍କ ମଧ୍ୟରୁ ୬ ଜଣ ପୁରୁଷ ଓ ୧ ଜଣ ମହିଳା ରହିଛନ୍ତି। ଗଞ୍ଜାମରେ କେବଳ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ବର, ସୁନ୍ଦରଗଡ଼, କଟକ ଓ ମାଲକାନଗିରି ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ଗଞ୍ଜାମରେ କେବଳ ୮୨ ଜଣଙ୍କର ମୃତ୍ୟୁ ଘଟିଛି ।
Comments are closed.