www.samajalive.in
Saturday, December 6, 2025
19.1 C
Bhubaneswar

ଅତିରିକ୍ତ ଏସ୍‌ପି ପାହ୍ୟାକୁ ପଦୋନ୍ନତି ପାଇଲେ ୨୨ ଡିଏସ୍‌ପି

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ୨୨ଜଣ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ପାହ୍ୟାକୁ ପଦୋନ୍ନତି କରାଯାଇଛି। ପଦୋନ୍ନତି ପାଇବା ପରେ ସେମାନଙ୍କୁ ରାଜ୍ୟର ବିଭିନ୍ନ ଜିଲାରେ ଅତିରିକ୍ତ ଏସ୍‌ପି(ଏଏସ୍‌ପି) ଭାବେ ନିଯୁକ୍ତି ଦିଆଯାଇଛି। ସୁବାଶ ମହାନ୍ତି, ପ୍ରକାଶ ନାୟକ, ହରିହର ପାଣି, ଅଶୋକ ମହାନ୍ତି, ପ୍ରସନ୍ନ ବିଶ୍ବାଳ, ନିମାଇଁ ସେଠୀ, ମନୋରଞ୍ଜନ ସାମଲ, ଗଦାଧର ମହାପାତ୍ର, କିଶୋର ପାଟ୍ଟଶାଣୀ, ଅମରେଶ ପାଣିଗ୍ରାହୀ, ଜୟକୃଷ୍ଣ ବେହେରା, ବାଉରୀବନ୍ଧୁ ବେହେରା, ବିଜୟ ମଲ୍ଲିକ, ରାମଚନ୍ଦ୍ର ଥମ୍ବ, ଉଗ୍ରେସନ ପ୍ରଧାନ, ଅକ୍ଷୟ ମିଶ୍ର, ବେଣୁଧର ନାୟକ, ଉମାକାନ୍ତ ମଲ୍ଲିକ, ମୋହନପାଣି କାରୁଆ, ଅଙ୍କୁର ମଲ୍ଲିକ, କେଶବଚନ୍ଦ୍ର ବେହେରା ପ୍ରମୁଖଙ୍କୁ ଅତିରିକ୍ତ ଏସ୍‌ପି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି ବୋଲି ସୂଚନା ଦିଆଯାଇଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories