www.samajalive.in
Tuesday, December 9, 2025
16.1 C
Bhubaneswar

କୋଭିଡ-୧୯ ଭ୍ୟାକ୍‌ସିନର ମାନବ ପରୀକ୍ଷଣ

ଭୁବନେଶ୍ଵର : ସୋମବାର ଇଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ସମ୍ ହସ୍ପିଟାଲରେ ଆରମ୍ଭ ହୋଇଛି |ସମ୍ ହସ୍ପିଟାଲରେ ଏହି ପରୀକ୍ଷଣ ନିମନ୍ତେ ଗତ ୨୦ ତାରିଖରେ ଆରମ୍ଭ ହୋଇଥିବା ପ୍ରିଭେନଟିଭ୍ ଆଣ୍ଡ୍ ଥେରାପିଉଟିକ୍ କ୍ଲିନିକାଲ ୟୁନିଟରେ ସ୍ବେଛାସେବୀମାନଙ୍କ ଶରୀରରେ ଏହି ଭ୍ୟାକସିନ୍‌ର ପ୍ରୟୋଗ କରାଯାଇଛି |

ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କରାଯାଇଥିବ। କୋଭାକ୍‌ସିନ୍‌ (Covaxin) ନାମକ ଏହି ଭ୍ୟାକସିନର ପରୀକ୍ଷଣ ନିମନ୍ତେ ଅନେକ ସ୍ବେଛାସେବୀଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ପାଉଥିବା ସୂଚନା ଦେଇଛନ୍ତି ଏହି ପରୀକ୍ଷଣ ପ୍ରକ୍ରିୟାର ମୁଖ୍ୟ ପରୀକ୍ଷକ ଡ଼ଃ ଇ. ଭେଙ୍କଟ ରାଓ । ବିଭିନ୍ନ ପର୍ଯ୍ୟାୟରେ ସ୍କ୍ରିନିଂ କରାଯିବା ପରେ ସ୍ବେଛାସେବୀ ମାନଙ୍କ ଶରୀରରେ ଭ୍ୟାକସିନ ପ୍ରୟୋଗ କରାଯାଇଥିବା ସମ୍‌ ହସ୍ପିଟାଲର କମ୍ୟୁନିଟି ମେଡ଼ିସିନ ବିଭାଗର ପ୍ରଫେସର ଡ଼ଃ ରାଓ ସୂଚନା ଦେଇଛନ୍ତି |

- Advertisement -

ପରୀକ୍ଷଣ ପରେ ସ୍ବେଛାସେବୀ ମାନଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି ଓ ସମସ୍ତେ ସୁସ୍ଥ ଅଛନ୍ତି ବୋଲି ଡ଼ଃ ରାଓ ସୂଚନା ଦେଇଛନ୍ତି

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories