www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା, ୫ ବର୍ଷୀୟ ଶିଶୁପୁତ୍ରର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ମଙ୍ଗଳବାର କରୋନା ଆକ୍ରାନ୍ତରେ ପୁଣି ୭ ଜଣଙ୍କ ମୃତ୍ୟୁ ହୋଇଛି। ୭ଜଣଙ୍କ ମଧ୍ୟରୁ ଭୁବନେଶ୍ବରର ଜଣେ ୫ ବର୍ଷୀୟ ଶିଶୁପୁତ୍ରର ମୃତ୍ୟୁ ଘଟିଛି । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

 

- Advertisement -

ସୂଚନା ଅନୁଯାୟୀ, ଆଜି ସମସ୍ତ କରୋନା ମୃତକ ପୁରୁଷ ଅଟନ୍ତି । ଗଞ୍ଜାମରେ କେବଳ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ରାୟଗଡ଼ା ଜିଲାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି କଟକ ଓ ଭୁବନେଶ୍ବରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ଗଞ୍ଜାମରେ କେବଳ ୮୫ ଜଣଙ୍କର ମୃତ୍ୟୁ ଘଟିଛି ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories