www.samajalive.in
Tuesday, December 9, 2025
15.1 C
Bhubaneswar

ଭୁବନେଶ୍ବରରେ ଆଉ ୮୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ସୋମବାର ଆଉ ୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୮୯ ପଜିଟିଭଙ୍କ ମଧ୍ୟରୁ ୬୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୧୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୩୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୭୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୧୨୫୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories