www.samajalive.in
Wednesday, December 10, 2025
26.1 C
Bhubaneswar

ୟୁପିଏସସି ପରୀକ୍ଷାରେ କୃତକାର୍ଯ୍ୟ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରେ ଦୁଇ ଓଡିଆଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଅଭିନନ୍ଦନ 

ନୂଆଦିଲ୍ଲୀ : ୨୦୧୯ କେନ୍ଦ୍ର ଲୋକସେବା ଆୟୋଗ(ୟୁପିଏସସି)ର ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ସେହିପରି ଏହି ପରୀକ୍ଷାରେ ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରେ ଥିବା ଦୁଇ ଓଡିଆ ଛାତ୍ରଛାତ୍ରୀ ତଥା ଅଷ୍ଟମ ରାଙ୍କରେ ଥିବା ଅଭିଷେକ ସରାଫ ଏବଂ ଦଶମ ରାଙ୍କରେ ଥିବା ସଞ୍ଜିତା ମହାପାତ୍ରଙ୍କ ପାଇଁ ଖୁସିବ୍ୟକ୍ତ କରିଛନ୍ତି ଶ୍ରୀ ପ୍ରଧାନ। କୃତକାର୍ଯ୍ୟ ହୋଇଥିବା ପ୍ରତ୍ୟେକ ଛାତ୍ରଛାତ୍ରୀ ତୃଣମୂଳ ସ୍ତରରେ ବିକାଶ କରିବା ସହ ଉନ୍ନତ ତଥା ଶକ୍ତିଶାଳୀ ଭାରତ ଗଢ଼ିବାରେ ସଫଳତା ହାସଲ କରନ୍ତୁ ବୋଲି ଶ୍ରୀ ପ୍ରଧାନ କାମନା କରିଛନ୍ତି।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories