www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ୩୯ ହଜାର ପାର ​ହେଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଆଉ ୧୩୩୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରୁ ଆଜି ଆଉ ୧୩୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୫୨୨ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ବୁଧବାର ଚିହ୍ନଟ ୧୩୩୭ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯ ହଜାର ୧୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୫ ଲକ୍ଷ ୮୫ ହଜାର ୫୦୫ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୩୯ ହଜାର ୧୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨୪ ହଜାର ୪୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୨୫ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ  ହୋଇଛି ଏବଂ ୪୪ ଜଣ ଆକ୍ରାନ୍ତଙ୍କ ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪ ହଜାର ୨୬୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

- Advertisement -

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories