www.samajalive.in
Friday, December 12, 2025
16.1 C
Bhubaneswar

ଅଣ ଅନୁଦାନ ପ୍ରାପ୍ତ ନିଖିଳ ଓଡ଼ିଶା ୧୭୭ ହାଇସ୍କୁଲ ଶିକ୍ଷକ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ଲକ୍ଷ ଟଙ୍କା ପ୍ରଦାନ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍‍-୧୯ ସ୍ଥିତିର ମୁକାବିଲା ପାଇଁ ଅଣ ଅନୁଦାନ ପ୍ରାପ୍ତ ନିଖିଳ ଓଡ଼ିଶା ୧୭୭ ହାଇସ୍କୁଲ ଶିକ୍ଷକ ସଂଘ ପକ୍ଷରୁ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‍ ପାଣ୍ଠିକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ମା’ ଅମ୍ବିକା ଏସ୍‍ସିଏସ୍‍ଟି ଶିକ୍ଷା ସେବାଶ୍ରମ ଅନୁଷ୍ଠାନ, ଜଗତସିଂହପୁର ସମ୍ପାଦକ ଜୀବନ ସାମନ୍ତରାୟ ଏହି ଅର୍ଥରାଶିକୁ ଚେକ୍‍ ଆକାରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‍ ପାଣ୍ଠିକୁ ପ୍ରଦାନ କରିଛନ୍ତି। ଏହି ଅବସରରେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ନାଗାର୍ଜୁନ ସେଠୀ ଏବଂ ଆଇନ୍‍ଜୀବୀ ପିତାମ୍ବର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories