www.samajalive.in
Wednesday, December 10, 2025
14.1 C
Bhubaneswar

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ୩ ମୃତ

ଯାଜପୁର : ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥରେ ରଥିଆ ଛକରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକକୁ ଏକ କାର ଧକ୍କା ଦେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ୨ ଓ ମେଡ଼ିକାଲ ନେବା ବାଟରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ଏହାସହ ଜଣେ ମହିଳାଙ୍କ ସମେତ ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଧର୍ମଶାଳା ମେଡ଼ିକାଲରେ ଭର୍ତି କରାଯାଇଛି। କାରଟି ଭୋର ସମୟରେ ପଶ୍ଚିମବଙ୍ଗ ଯାଉଥିବା ସମୟରେ ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories