www.samajalive.in
Monday, December 8, 2025
13.1 C
Bhubaneswar

ଆଉ ୧୫୪୩ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୩୧,୭୮୪କୁ ବୃଦ୍ଧି

ଭୁବନେଶ୍ୱର : ରବିିବାର ରାଜ୍ୟରୁ ଆଉ ୧୫୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୩୧ ହଜାର ଅତିକ୍ରମ କରିଛି। ରବିିବାର ଏହି ୧୫୪୩ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିବା ସହ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୩୧,୭୮୪କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୪୦୨, ଖୋର୍ଦ୍ଧାରୁ ୨୧୦, କଟକରୁ ୧୩୧, କୋରାପୁଟରୁ ୧୨୮, ଗଜପତିରୁ ୧୧୧, ବାଲେଶ୍ୱରରୁ ୮୩, ଯାଜପୁରରୁୁ ୫୮, ସମ୍ବଲପୁରରୁୁ ୪୯, ମାଲକାନଗିରିରୁ ୪୭ ଏବଂ କନ୍ଧମାଳରୁ ୪୬ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

- Advertisement -

ସେହିପରି ରାୟଗଡାରୁ ୩୫, ନୟାଗଡ଼ରୁ ୩୩, ଭଦ୍ରକରୁ ୩୧, ଜଗତସିଂହପୁର ୨୭, କଳାହାଣ୍ଡିରୁ ୨୫, କେନ୍ଦୁଝରରୁ ୨୩, ଢେଙ୍କାନାଳରୁ ୨୧, ନବରଙ୍ଗପୁର ଓ ମୟୂରଭଞ୍ଜରୁ ୧୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ପୁରୀରୁ ୧୪, ବଲାଙ୍ଗିର ଓ କେନ୍ଦ୍ରାପଡାରୁ ୧୦ ଜଣ ଲେଖାଏଁ, ସୁବର୍ଣ୍ଣପୁରରୁ ୭ ଓ ଝାରସୁଗୁଡାରୁ ୫ ଏବଂ ସୁନ୍ଦରଗଡରୁ ୪ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ସେହିଭଳି ବରଗଡରୁ ୨ ଓ ଅନୁଗୋଳରୁ ଜଣେ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ରାଜ୍ୟରେ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୩୧,୭୮୪ କୁ ବୃଦ୍ଧି ପାଇଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories