www.samajalive.in
Saturday, December 13, 2025
27.1 C
Bhubaneswar

ଆସନ୍ତା ସେପ୍ଟେମ୍ବର ୯ ରୁ ୧୫ ଯାଏ ଓଜେଇଇ

ଭୁବନେଶ୍ବର : ଆସନ୍ତା ସେପ୍ଟେମ୍ବର ୯ ରୁ ୧୫ ଯାଏ ଓଜେଇଇ ଅନୁଷ୍ଠିତ ହେବ। ଏ ନେଇ ମଙ୍ଗଳବାର ୧୬ଟି ଜିଲାର ସରକାରୀ ପଲିଟେକନିକ ଓ ଆଇଟିଆଇ କଲେଜର ଅଧ୍ୟକ୍ଷମାନଙ୍କୁ ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟ ପତ୍ର ଲେଖି ଜଣାଇଛି। ଓଜେଇଇ ଓ ଟିସିଏର ଅଧିକାରୀ ଏ ସବୁ କଲେଜ ପରିଦର୍ଶନ କରି ଓଜେଇଇ ପରୀକ୍ଷା କେନ୍ଦ୍ର ଚୟନ କରିବେ। ଚଳିତ ବର୍ଷ ପ୍ରଥମ କରି ଓଜେଇଇ  କମ୍ପ୍ୟୁଟର ମାଧ୍ୟମରେ ହେବ।

କରୋନା ମହାମାରୀ ବ୍ୟପିଥିବାରୁ ଛାତ୍ରଛାତ୍ରୀ  ଯେପରି ଏକାଠି ହେବେନି ସେଥିପ୍ରତି ଧ୍ୟାନ ଦିଆଯାଇଛି। ଯେଉଁମାନେ ଜେଇଇ ମେନ ଦେଇ ନ ଥିବେ ସେମାନେ ଏହି ସ୍ବତନ୍ତ୍ର ପ୍ରବେଶିକା ପରୀକ୍ଷା ଦେବେ। ସରକାରୀ ଓ ବେସରକାରୀ ଖାଲି ଥିବା ସିଟରେ ଛାତ୍ରଛାତୀମାନେ ନାମଲେଖାଇ ପାରିବେ ବୋଲି ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି ।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories