www.samajalive.in
Friday, December 12, 2025
15.1 C
Bhubaneswar

କୋଭିଡ୍‍ ଯୋଦ୍ଧାଙ୍କ ସମେତ ୩୦ ପଜିଟିଭ୍‍ ଚିହ୍ନଟ, ମୋଟ ସଂକ୍ରମିତ ସଂଖ୍ୟା ୯୬୨

ଫୁଲବାଣୀ: କନ୍ଧମାଳ ଜିଲ୍ଲାରୁ ଆଜି ୩୦ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଜଣ କରୋନା ଯୋଦ୍ଧା ଥିବା ଜଣା ପଡିଛି। ସମସ୍ତ କରୋନା ଯୋଦ୍ଧା ପୁଲିସ କର୍ମଚାରୀ। ଚିହ୍ନଟ ହୋଇଥିବା ୩୦ ସଂକ୍ରମିତଙ୍କ ମଧ୍ୟରେ ୧୬ ଜଣ ପୁରୁଷ ଓ ୧୪ ଜଣ ମହିଳା ଅଛନ୍ତି। ଫୁଲବାଣୀରୁ ୪ ଜଣ, ଜି ଉଦୟଗିରିରୁ ୫, ଦାରିଙ୍ଗବାଡିରୁ ୩, କୋଟଗଡରୁ ୧, ତୁମୁଡିବନ୍ଧରୁ ୯, ବାଲିଗୁଡାରୁ ୭ ଓ ଫିରିଙ୍କିଆରୁ ଜଣେ ଚିହ୍ନଟ ହୋଇଛନ୍ତି। ବର୍ତମାନ ସୁଦ୍ଧା ୯୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ହୋଇ ଯାଇଛି ଏବଂ ୬୮୭ ଜଣ ସୁସ୍ଥ ହୋଇ ଫେରିଯାଇଛନ୍ତି। ବାକି ୨୭୦ ଜଣ ବର୍ତମାନ ଚିକିତ୍ସିତ ହେଉଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories