www.samajalive.in
Saturday, December 13, 2025
23.1 C
Bhubaneswar

କଂଗ୍ରେସ ମୁଖପାତ୍ର ରାଜୀବ ତ୍ୟାଗୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ : କଂଗ୍ରେସର ସର୍ବଭାରତୀୟ ମୁଖପାତ୍ର ରାଜୀବ ତ୍ୟାଗୀଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ବୁଧବାର ଅପରାହ୍ଣ ୫ଟାରେ ଟେଲିଭିଜନ ଚାନେଲ ‘ଆଜ୍‌ ତକ୍‌’ରେ ଆୟୋଜିତ ବିତର୍କରେ ଅଂଶଗ୍ରହଣ କରି ବୈଶାଳୀସ୍ଥିତ ନିଜ ବାସଭବନକୁ ଫେରିବା ପରେ ସେ ହଠାତ୍‌ ଚେତା ହରାଇ ପଡ଼ିଯାଇଥିଲେ। ତୁରନ୍ତ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲେ ମଧ୍ୟ ସେଠାରେ ପହଞ୍ଚିବାବେଳକୁ ପ୍ରାଣବାୟୁ ଉଡ଼ି ଯାଇଥିଲା। ନିକଟରେ ସେ ୫୪ତମ ଜନ୍ମଦିବସ ପାଳନ କରିଥିଲେ। ତ୍ୟାଗୀଙ୍କ ବିୟୋଗରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଭଦ୍ରାଙ୍କ ସହ କଂଗ୍ରେସ ମହଲରେ ଶୋକପ୍ରକାଶ ପାଇଛି।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories