www.samajalive.in
Monday, December 8, 2025
13.1 C
Bhubaneswar

ଆଜି ରାଜ୍ୟରୁ ୧୯୮୧ କରୋନା ପଜିଟିଭ ଚିହ୍ନଟ ; ଖୋର୍ଦ୍ଧା ଓ ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର : ଆଜି ରାଜ୍ୟରୁ ଆଉ ୧୯୮୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୨୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୭୫୬ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଗୁରୁବାର ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨ ହଜାର ୬୫୩କୁ ବୃଦ୍ଧି ହୋଇଛି । ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୨୭୪ ଓ ଗଞ୍ଜାମରୁ ୨୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୬, ବାଲେଶ୍ୱର ୫୯, ବରଗଡ଼ ୨୭, ଭଦ୍ରକ ୬୫, ବଲାଙ୍ଗୀର ୨୭, ବୌଦ୍ଧ ୨୨, କଟକ ୧୩୧, ଦେଓଗଡ଼ ୧୬, ଢେଙ୍କାନାଳ ୩୯, ଗଜପତି ୮, ଗଞ୍ଜାମ ୨୬୭, ଜଗତସିଂହପୁର ୪୨, ଯାଜପୁର ୬୦, ଝାରସୁଗୁଡ଼ା ୮, କଳାହାଣ୍ଡି ୩୯, କନ୍ଧମାଳ ୧୭୯, କେନ୍ଦ୍ରାପଡ଼ା ୨୯, କେନ୍ଦୁଝର ୨୩, ଖୋର୍ଦ୍ଧା ୨୭୪, କୋରାପୁଟ ୯୭, ମାଲକାନଗିରି ୬୪, ମୟୁରଭଞ୍ଜ ୩୭, ନବରଙ୍ଗପୁର ୧୮, ନୟାଗଡ଼ ୫୬, ନୂଆପଡ଼ା ୧୬, ପୁରୀ ୭୭, ରାୟଗଡ଼ା ୫୫, ସମ୍ବଲପୁର ୩୮, ସୋନପୁର ୫୭, ସୁନ୍ଦରଗଡରୁ଼ ୧୪୫ ଜଣ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୪୭୮ ସୁସ୍ଥ ହୋଇଥିବା ବେଳେ ୧୫୮୦୮ ସକ୍ରିୟ କେସ ରହିଛି।

Hot this week

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

Related Articles

Popular Categories