www.samajalive.in
Saturday, December 6, 2025
26.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର ; ୨ ମୃତ , ୨ ଗୁରୁତର

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ଜିଙ୍କିରିଆ ଛକ ଠାରେ ସୋମବାର ଏକ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ପରିଚୟ ମିଳି ପାରି ନାହିଁ ।ସେମାନଙ୍କୁ ଉଦ୍ଧାର କରାଯାଇ ବାରିପଦା ମେଡ଼ିକାଲରେ ଭର୍ତି କରାଯାଇଛି। ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଟ୍ରାକ୍ଟର ଓଲଟି ପଡ଼ିଥିବାରୁ ଏହି ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories