www.samajalive.in
Wednesday, December 10, 2025
16.1 C
Bhubaneswar

ଖେଳ ରତ୍ନ ପାଇଁ ରୋହିତ ଶର୍ମାଙ୍କ ସମେତ ୪ ଖେଳାଳି ମନୋନୀତ

ନୂଆଦିଲ୍ଲୀ : ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳ ରତ୍ନ ପାଇଁ ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ ହିଟ୍ ମ୍ୟାନ୍ ରୋହିତ ଶର୍ମା ମନୋନୀତ ହୋଇଛନ୍ତି। ଯଦି ସେ ଏହି ପୁରସ୍କାର ପାଆନ୍ତି, ତେବେ ସଚିନ ତେନ୍ଦୁଲକର, ମହେନ୍ଦ୍ର ସିଂ ଧୋନି ଏବଂ ଅଧିନାୟକ ବିରାଟ କୋହଲିଙ୍କ ପରେ ରୋହିତ ଟିମ୍ ଇଣ୍ଡିଆର ଚତୁର୍ଥ କ୍ରିକେଟର ହେବେ। ତେବେ ଏହା ଏପର୍ଯ୍ୟନ୍ତ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇ ନାହିଁ।

ଗଣମାଧ୍ୟମ ସୂତ୍ର ଅନୁଯାୟୀ, ରାଜୀବ ଗାନ୍ଧୀ ଖେଳ ରତ୍ନ ପାଇଁ ରୋହିତ ଶର୍ମାଙ୍କ ସମେତ ପହଲଵାନ ବିଜେତା ଭିନେଶ ଫୋଗଟ୍, ଟେବୁଲ ଟେନିସ ଚମ୍ପିୟାନ ମଣିକା ବାତ୍ରା ଏବଂ ପାରାଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ମାରିଆପାନ୍ ଥଙ୍ଗାଭେଲୁଙ୍କ ନାମ ମ​ନୋନୀତ କରାଯାଇଛି।

- Advertisement -

ରାଷ୍ଟ୍ରୀୟ ଖେଳ ପୁରସ୍କାର ସମାରୋହ ପ୍ରଥମଥର ପାଇଁ ଚଳିତ ବର୍ଷ କରୋନା ମହାମାରୀ ଯୋଗୁଁ ଅନଲାଇନ ଆୟୋଜିତ ହୋଇପାରେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories