www.samajalive.in
Tuesday, December 9, 2025
16.1 C
Bhubaneswar

ପୋଖରୀରେ ବୁଡି ବାଳିକା ମୃତ 

କେଶଦୁରାପାଳ : ପୋଖରୀରେ ବୁଡି ଜଣେ ବାଳିକାର ମୃତ୍ୟୁ ଘଟିଥିବା ଜଣାପଡିଛି। ସୂଚନାରୁ ଜଣାଯାଏ, ଆନନ୍ଦପୁର ଥାନା ଅନ୍ତର୍ଗତ ଉଲିବସା ଗ୍ରାମର ରଘୁନାଥ ବିରୁଆଙ୍କ ଝିଅ ମିତା ବିରୁଆ(୧୦) ନିଜ ଗାମରେ ଥିବା ପୋଖରୀରେ ଧୋଇହେବାବେଳେ ଗୋଡ଼ ଖସି ଯିବାରୁ ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକମାନେ ମିତାକୁ ପୋଖରୀରୁ ଉଦ୍ଧାର କରି ଘର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକ ସଂଗେ ସଂଗେ ମିତାକୁ ଆନନ୍ଦପୁର ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିବାବେଳେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆନନ୍ଦପୁର ପୁଲିସ ମୃତଦେହକୁ ଜବଦ କରିବା ସହିତ ମୃତ ଦେହକୁ ସଂନ୍ଧ୍ୟା ହୋଇ ଯିବାରୁ ବ୍ୟବଚ୍ଛେଦ କରାଯାଇପାରି ନ ଥିବାବେଳେ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories