www.samajalive.in
Monday, December 8, 2025
13.1 C
Bhubaneswar

ବାହୁବଳୀ ପରେ ଆଦିପୁରୁଷ ସାଜିବେ ପ୍ରଭାସ

ମୁମ୍ବଇ: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ବାହୁବଳୀ ପ୍ରଭାସ ଏବେ ରୂପେଲୀ ପରଦାରେ ଆଦିପୁରୁଷ ସାଜିବେ। ପ୍ରଭାସ ‘ଆଦିପୁରୁଷ’ ଚଳଚ୍ଚିତ୍ରରେ କାମ କରିବାକୁ ଯାଉଛନ୍ତି। ଏହାର ନିର୍ଦ୍ଦେଶନା ଭାର ‘ତାନାଜୀ’ ନିର୍ଦ୍ଦେଶକ ଓମ୍‍ ରାଉତ ବହନ କରିଛନ୍ତି। ଇନ୍‍ଷ୍ଟାଗ୍ରାମରେ ପ୍ରଭାସ ଏହି ଫିଲ୍ମର ପ୍ରଥମ ପୋଷ୍ଟର ଶେୟାର କରିଛନ୍ତି। ଏହା ଏକ ୩ଡି ଆକ୍ସନ-ଡ୍ରାମା ଭିତ୍ତିକ ଚଳଚ୍ଚିତ୍ର। ଚଳଚ୍ଚିତ୍ରକୁ ହିନ୍ଦୀ, ତେଲୁଗୁ, ତାମିଲ, ମାଲାୟାଲମ ଓ କନ୍ନଡ଼ ଭାଷାରେ ରିଲିଜ୍‍ କରାଯିବ। ଏହା ବ୍ୟତୀତ ପ୍ରଭାସ ଆହୁରି ଅନେକ ଚଳଚ୍ଚିତ୍ରରେ ନଜର ଆସିବେ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories