www.samajalive.in
Friday, December 12, 2025
17.1 C
Bhubaneswar

ପିପିପି ମୋଡରେ ପରିଚାଳିତ ହେବ ୩ ବିମାନବନ୍ଦର

ନୂଆଦିଲ୍ଲୀ : ସରକାରୀ-ଘରୋଇ ଭାଗିଦାରୀ(ପିପିପି)ମାଧ୍ୟମରେ ଭାରତୀୟ ବିମାନବନ୍ଦର ପ୍ରାଧିକରଣ (ଏଏଆଇ)ର ୩ଟି ବିମାନ ବନ୍ଦର ପରିଚାଳନା ପାଇଁ ଥିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ପରୋକ୍ଷରେ ଦେଶର ଏହି ୩ଟି ବିମାବନ୍ଦରର ଘରୋଇକରଣ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଜୟପୁର, ଗୁଆହାଟୀ ଏବଂ ଥିରୁଅନନ୍ତପୁରମ୍ ବିମାନବନ୍ଦର ପରିଚାଳନା ପିପିପି ମୋଡରେ କରିବାକୁଥିବା ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି। କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଏ ନେଇ ଗଣ ମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories