www.samajalive.in
Sunday, December 14, 2025
16.1 C
Bhubaneswar

ବିଶ୍ୱ ଫଟୋଗ୍ରାଫର ଦିବସ ପାଳିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫଟୋଗ୍ରାଫର ସଂଘ ପକ୍ଷରୁ ଆଜି ବିଶ୍ୱ ଫଟୋଗ୍ରାଫର ଦିବସ ଫୁଲବାଣୀରେ ପାଳିତ ହୋଇ ଯାଇଛି। କୋଭିଡ୍‍ ନିୟମକୁ ଦୃଷ୍ଟିରେ ରଖି ସଂଘର ସଦସ୍ୟମାନେ ମୁହଁରେ ମାସ୍କ ଲଗାଇ ପ୍ରଥମେ ଗାନ୍ଧି ଛକଠାରେ ଗାନ୍ଧିଜୀଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ଜିଲ୍ଲାରେ ଫଟୋଗ୍ରାଫରମାନଙ୍କ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରାଯାଇଥିଲା। ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଫଟୋଗ୍ରାଫର ବାଦଲ କୁମାର ସାହୁ ଓ ରାଜେଶ ପାଣିଗ୍ରାହୀ ପରିଚାଳନା କରିଥିବା ବେଳେ ଏଥିରେ ଜିଲାର ବିଭିନ୍ନ ଅଞ୍ଚଳରେ ଫଟୋଗ୍ରାଫରମାନେ ଯୋଗ ଦେଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories