www.samajalive.in
Friday, December 12, 2025
15.1 C
Bhubaneswar

ବିଭାଗୀୟ ସ୍ଥାୟୀ କମିଟି ୬ଙ୍କର ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ବୈଠକ

ଭୁବନେଶ୍ୱର: ଆଜି ବିଧାନସଭାର ପ୍ରକୋଷ୍ଠ ନଂ-୫୯ରେ ବିଭାଗୀୟ ସ୍ଥାୟୀ କମିଟି ୬ଙ୍କର ବୈଠକ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦିବଂଗତ ବିଧାୟକ ବିଷ୍ଣୁଚରଣ ଦାସଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ନୀରବ ପ୍ରାର୍ଥନାପୂର୍ବକ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ଆସନ୍ତାକାଲି ସମବାୟ ବିଭାଗ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର କାର୍ଯ୍ୟାବଳୀ ସଂପର୍କରେ ଆଲୋଚନା କରାଯିବ। ଏହି ବୈଠକରେ କମିଟିର ସଦସ୍ୟଙ୍କ ସମେତ ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories