www.samajalive.in
Friday, December 12, 2025
23.1 C
Bhubaneswar

ରୋହିତ, ରାଣୀ, ବିନେଶ, ମନିକା ଓ ମାରିୟାପ୍ପାନଙ୍କୁ ’ଖେଳରତ୍ନ’

ନୂଆଦିଲ୍ଲୀ : ଚଳିତ ବର୍ଷ ଦେଶର ୫ଜଣ କ୍ରୀଡାବୀତ୍ ଭାରତର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ରାଜୀବ ଗାନ୍ଧୀ ଖେଳ ରତ୍ନ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା, ମଲ୍ଲ ଯୋଦ୍ଧା ବିନେଶ ଫୋଗଟ୍, ଟେବୁଲ ଟେନିସ ଚମ୍ପିୟାନ ମନିକା ବାତ୍ରା ପାରାଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ମାରିୟାପ୍ପାନ ଥଙ୍ଗାଭେଲୁ ଏବଂ ମହିଳା ହକି ଦଳର ଅଧିନାୟିକା ରାଣୀ ରାମପାଲଙ୍କୁ ରାଜୀବ ଗାନ୍ଧୀ ଖେଳ ରତ୍ନ ପୁରସ୍କାର ପାଇଁ ମ​ନୋନୀତ କରାଯାଇଛି।

ତେବେ ରୋହିତ ଶର୍ମା ଏହି ପୁରସ୍କାର ପାଇବା ପରେ ସଚିନ ତେନ୍ଦୁଲକର, ମହେନ୍ଦ୍ର ସିଂହ ଧୋନି ଏବଂ ଅଧିନାୟକ ବିରାଟ କୋହଲିଙ୍କ ପରେ ଟିମ୍ ଇଣ୍ଡିଆର ଚତୁର୍ଥ କ୍ରିକେଟର ହେବେ। ପ୍ରତି ବର୍ଷ ଜାତୀୟ କ୍ରୀଡା ଦିବସ ଅଗଷ୍ଟ ୨୯ରେ ,ହି ସବୁ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଥାଏ।

- Advertisement -

 

Hot this week

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

ସଜାଡ଼ିବାକୁ ଉଦ୍ୟମ : ମୋକିମ୍‌

କଟକ : ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ...

ଓଡ଼ିଶା ହେବ ଜବରଦଖଲମୁକ୍ତ

ଭୁବନେଶ୍ବର: ଓଡ଼ିଶାକୁ ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଅଣ୍ଟା ଭିଡ଼ିଛି। ବିଭାଗସ୍ତରରେ...

Related Articles

Popular Categories